‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଯୋଜନା ଦ୍ୱାରା ଉନ୍ନତମାନର ସ୍ୱାସ୍ଥ୍ୟସେବା ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଉପାନ୍ତ ଅଞ୍ଚଳରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଯୋଜନା ଦ୍ବାରା ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ଅଧିକ ସୁନିଶ୍ଚିତ ହୋଇପାରୁଛି। ନୂଆପଡ଼ାରେ ଏକ ଦୁଇଦିନିଆ (ଏପ୍ରିଲ ୮ ଓ ୯ ତାରିଖ) ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଉଛି। ଏଥିରେ ରାଜ୍ୟର ଦକ୍ଷ ଚିକିତ୍ସକମାନେ ସ୍ୱାସ୍ଥ୍ୟସେବା ପ୍ରଦାନ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.