jsm

ଜିଲ୍ଲା ପରିଷଦ ଉପାଧ୍ୟକ୍ଷାଙ୍କ ଟିଟିଲାଗଡ ବ୍ଲକ ଗସ୍ତ : ଉନ୍ନୟନମୂଳକ କାର୍ଯ୍ୟର କଲେ ତଦାରଖ

csstore

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ମଙ୍ଗଳବାର ଦିନ ଅପରାହ୍ନରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ ମିଥିଳା ମାଝୀ ଟିଟିଲାଗଡ ଗସ୍ତରେ ଆସିଛନ୍ତି । ଏହି ଅବସରରେ ଟିଟିଲାଗଡ ବ୍ଲକ କାର୍ଯ୍ୟାଳୟରେ ଏକ ବୈଠକ ବ୍ଲକ ଉନ୍ନୟନ ଅଧିକାରୀ ନବୀନ ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ତା’ପରେ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ । ଏହି ପରିଦର୍ଶନ ସମୟରେ ଜିଲ୍ଲା ପରିଷଦ ସଞ୍ଜୟ ବେହେରା, ଗୀତା ବିଶି, ଟିକି ପୋଡ଼, ଯୁବ ନେତା ରମେଶ ବିଶି, ବ୍ଲକ ସଭାପତି ପଦ୍ମଲୋଚନ ପୋଡ଼, ଆର୍‌ଡବ୍ଲୁଏସ୍‌ଏସ୍‌ର ଏସ୍‌ଡିଓ, ଜେଇ ଟୁ ଏବଂ ବ୍ଲକର ସମସ୍ତ ଜେଇ ମାନେ ମଧ୍ୟ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.