ଭୁବନେଶ୍ୱର : ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ଲହରି ଲାଗି ରହିଛି । ଆଗାମୀ ୨ଦିନ ପରେ ଉପକୂଳ ଓଡିଶାରୁ ହିଟ-ୱେଭ ଉପରେ ଲାଗିପାରେ ବ୍ରେକ । ୬ ତାରିଖ ପରେ ରାଜ୍ୟରୁ ଗ୍ରୀଷ୍ମ ପ୍ରବାହରେ ବ୍ରେକ ସମ୍ଭାବନା ରହିଛି । ଗତକାଲି ୪୫ଡ଼ିଗ୍ରୀ ସହ ବଲାଙ୍ଗିର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ୨୯ଟି ସହରରେ ୪୦ଡ଼ିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଥିଲା । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ପ୍ରଭାବରେ ଘଡଘଡି ସହ ପ୍ରବଳ ପବନ ବର୍ଷା ହୋଇଥିଲା ।
Prev Post
Next Post