କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଜାଗା ବୁଲି ଦେଖିଲେ ବିଶେଷଜ୍ଞ ଟିମ୍

ବରଗଡ଼, (ସତ୍ୟନାରାୟଣ ପଧାନ) : ଆଜି ଭୁବନେଶ୍ୱରରୁ ଆସିଥିବା ଏକ ବିଶେଷଜ୍ଞ ଟିମ୍ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ମଧ୍ୟରେ ନିର୍ମାଣ ହେବାକୁ ଥିବା କ୍ୟାନସର ହସ୍ପିଟାଲ ସ୍ଥାନ ବୁଲି ଦେଖିଥିଲେ । ଏହା ସହିତ ଜିଲ୍ଲାର ଉଚ୍ଚ ସ୍ତରୀୟ ଅଧିକାରୀଙ୍କ ସହ ବୈଠକରେ ଏଥିପାଇଁ ପ୍ରସ୍ତୁତ ହୋଇଥିବା ପ୍ଲାନ୍, ଡିଜାଇନ୍,ଏଷ୍ଟିମେଟ ସମ୍ପର୍କରେ ଆଲୋଚନା କରିଥିଲେ । ବିଶେଷଜ୍ଞ ଟିମ୍ ସହ ବରଗଡ଼ ବିଧାୟକ ଦେବେଶ ଆଚାର୍ୟ୍ୟ, ବରଗଡ଼ ପୁର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.