pakka

ନବୀନଙ୍କ ନୂଆ ଟିମ୍‌ : କିଏ ପାଇଲେ କେଉଁ ବିଭାଗ….

bbehera

ଭୁବନେଶ୍ୱର : ନବୀନଙ୍କ ନୂଆ ଟିମ୍‌ରେ କିଏ କେଉଁ ବିଭାଗ ପାଇଲେ ଆସନ୍ତୁ ଜାଣିନେବା । କ୍ୟାବିନେଟ ପାହ୍ୟାରେ ଜଗନ୍ନାଥ ସାରକା – ଆଇନ, ଆଦିବାସୀ କଲ୍ୟାଣ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ, ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ- କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ, ପ୍ରମିଳା ମଲ୍ଲିକ- ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ, ଉଷା ଦେବୀ- ଗୃହ ଓ ନଗର ଉନ୍ନୟନ, ପ୍ରଫୁଲ୍ଲ ମଲ୍ଲିକ- ଇସ୍ପାତ ଓ ଖଣି, ପୂର୍ତ୍ତ, ପ୍ରତାପ ଦେବ- ଶକ୍ତି, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଅତନୁ ସବ୍ୟସାଚୀ ନାୟକ- ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ, ପ୍ରଦୀପ ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକ ସମ୍ପର୍କ, ନବକିଶୋର ଦାସ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ, ଟୁକୁନି ସାହୁ- ଜଳ ସଂପଦ, ବାଣିଜ୍ୟ ଓ ପରିବହନ, ରାଜେନ୍ଦ୍ର ଢୋଲକିଆ- ଯୋଜନା ଓ ସଂଯୋଜନା । ସେହିପରି ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ) ଭାବେ ସମୀର ରଂଜନ ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା, ଅଶ୍ୱିନୀ କୁମାର ପାତ୍ର- ପର୍ଯ୍ୟଟନ, ଓଡ଼ିଆ ଭାଷା ଓ ସଂସ୍କୃତି, ଅବକାରୀ, ପ୍ରୀତିରଂଜନ ଘଡ଼େଇ- ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶ୍ରୀକାନ୍ତ ସାହୁ- ଶ୍ରମ ଓ ଇଏସ୍‌ଆଇ, ତୁଷାରକାନ୍ତି ବେହେରା- ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବ ସେବା, ରୋହିତ ପୂଜାରୀ- ଉଚ୍ଚ ଶିକ୍ଷା, ରୀତା ସାହୁ- ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ, ବାସନ୍ତୀ ହେମ୍ବ୍ରମ୍- ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି ।

jay balangir
Leave A Reply

Your email address will not be published.

one × 4 =