ଜଗଦଲପୁର ଥାନାରେ ନୂତନ ଥାନାଧିକାରୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ପଦ୍ମପୁର ପୋଲିସ ଉପଖଣ୍ଡର ଜଗଦଲପୁର ଥାନାରେ ନୂତନ ଥାନାଧିକାରୀ ଭାବେ ଆଇଆଇସି ଅଭିମନ୍ୟୁ ଦୁର୍ଗା ଯୋଗ ଦେଇଛନ୍ତି । ଏଠାରେ କାର୍ଯ୍ୟରତ ଥାନାଧିକାରୀ କୈଳାଶ ଚନ୍ଦ୍ର ପ୍ରଧାନଙ୍କୁ ପାଇକମାଲ ଥାନାଧିକାରୀ ଭାବେ ବଦଳି କରାଯାଇଛି । ଥାନା ଅଂଚଳରେ ପୂର୍ବବତ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ଅଂଚଳର ଜନସାଧାରଣ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.