ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ୧୬୫ଜଣଙ୍କୁ ଟୀକା ପ୍ରଦାନ ଓଡିଶା By Koshala Prabaha On Tuesday 22nd June 2021, 10:01 pm Share ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯୁବ (୧୮-୪୪) ବର୍ଗର ଲୋକଙ୍କୁ ଟୀକାକରଣ କାର୍ଯ୍ୟକ୍ରମ ଜାରି ରହିଛି । ଆଜି ୧୬୫ଜଣଙ୍କୁ ଟୀକା ଦିଆଯାଇଥିବା ଜଣାପଡିଛି । ପ୍ରତିଦିନ ଯୁବ ବର୍ଗଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଟୀକା ପ୍ରଦାନ କରାଯିବ। deogoan news