ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଜି ୧୬୫ଜଣଙ୍କୁ ଟୀକା ପ୍ରଦାନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯୁବ (୧୮-୪୪) ବର୍ଗର ଲୋକଙ୍କୁ ଟୀକାକରଣ କାର୍ଯ୍ୟକ୍ରମ ଜାରି ରହିଛି । ଆଜି ୧୬୫ଜଣଙ୍କୁ ଟୀକା ଦିଆଯାଇଥିବା ଜଣାପଡିଛି । ପ୍ରତିଦିନ ଯୁବ ବର୍ଗଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଟୀକା ପ୍ରଦାନ କରାଯିବ।

Leave A Reply

Your email address will not be published.

11 − three =