lika

ଲମ୍ବାରଜୁନାରେ କୋଭିଡ ଟିକାକରଣ ଶିବିର ଅନୁଷ୍ଠିତ

gbag

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପଦ୍ମପୁର ଉପଖଣ୍ଡ ରାଜ ବୋଡାସମ୍ବର ବ୍ଲକ ଚାରପାଲି ଗ୍ରାମ ପଞ୍ଚାୟତ ଲମ୍ବାରଜୁନା ଠାରେ କୋଭିଡ ଟୀକାକରଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ଟୀକା ନେବା ପାଇଁ ଆସିଥିବା ପଞ୍ଚାୟତର ଜନ ସାଧାରଣଙ୍କୁ ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ କୁନାଲ ପାଣିଗ୍ରାହୀ, ଯୁବମୋର୍ଚ୍ଚା ଜିଲ୍ଲା ସଂଯୋଜକ ଲକ୍ଷ୍ମୀକାନ୍ତ ବରିହା,ବରକେଲ ମଣ୍ଡଳ ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ରାଜୀବ ବୁଦ୍ଧିଆ, ମଣ୍ଡଳ ଉପସଭାପତି ବେଦପ୍ରକାଶ ବିଶ୍ୱାଳ, ଭିକାରୀ ଗଡତିଆ, ରବୀନ୍ଦ୍ର ସୁନା ଭାସ୍କର ଗଡତିଆ ପ୍ରମୁଖ ଉପସ୍ଥିତ ଥିଲେ ।

babaa
Leave A Reply

Your email address will not be published.