pakka

ଟୁକୁନି ସାହୁ ହେଲେ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ

bbehera

ଭୁବନେଶ୍ୱର : ପୂର୍ବରୁ ମହିଳା ଓ ଶିଶୁ କଲ୍ୟାଣ, ମିଶନ ଶକ୍ତି ଦାୟିତ୍ୱରେ ଥିବା ମନ୍ତ୍ରୀ ଟୁକୁନି ସାହୁ ଏବେ ଜଳ ସଂପଦ, ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ ଅନୁସାରେ ତାଙ୍କୁ ନୂତନ ଦାୟିତ୍ୱ ମିଳିଛି ।

jay balangir
Leave A Reply

Your email address will not be published.

one × one =