oum

ସୁଜିତ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ଯୋଗଦେଲେ ପୌରାଧ୍ୟକ୍ଷା

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନମ୍ବର ୧ର ଲର୍କିପାଲିଠାରେ ପ୍ରଥମ ସୁଜିତ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଗତକାଲି ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଯୋଗଦାନ କରିଥିବା ବେଳେ ୱାର୍ଡ ନଂ ୧ରୁ କାଉନ୍‌ସିଲର ଉପସ୍ଥିତ ଥିଲେ ।

Leave A Reply

Your email address will not be published.