ଉଦୟନାଥ ଫର୍ଣ୍ଣିଚରର ୧୮ତମ ଲକି ଡ୍ର ଉଠାଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସହର କପସିଲା ରୋଡ଼ସ୍ଥିତ ଉଦୟନାଥ ଫର୍ଣ୍ଣିଚର ତରଫରୁ ଆରମ୍ଭ ହୋଇଥିବା ମାସିକ କିସ୍ତି ଯୋଜନାର ୧୮ତମ ଲକି ଡ୍ର’ ଉଠାଣ ଗତକାଲି ସଂଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉଠାଣର ବିଜେତା ହେଉଛନ୍ତି ନୂଆପଡ଼ା ନିବାସୀ ଶମ୍ଭୁରାମ ସାହୁ । ଏହି ଉଠାଣ କାର୍ଯ୍ୟ’କ୍ରମରେ ରୋହିତ କୁମାର ପଟ୍ଟନାୟକ, ତୁଳାରାମ ସେଠ୍ ଓ ତୁଳାରାମ ବଢ଼ାଇ ଉପସ୍ଥିତ ଥିଲେ ।

Leave A Reply

Your email address will not be published.