pakka

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଇମ୍ଫୋଭ୍ୟାଲି ଥାନା ମଦନପୁର ପଞ୍ଚାୟତ ଜାଗସରାପାଟଣା ନିକଟରୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର କରଯାଇଥିବା ଜଣାପଡିଛି । ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଛି । ସୂଚନା ଅନୁଯାୟୀ, ଯୁବକ ଜଣଙ୍କର ମୁହଁ ଫାଟି ରକ୍ତ ବାହାରୁଥିବା ବେଳେ, କେହି ତାଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରୁଛି ପୁଲିସ । ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ପୁଲିସ ଏନେଇ ଅଧିକ ତଦନ୍ତ ଚଳାଉଛି ।

Leave A Reply

Your email address will not be published.

eighteen + two =