ଦନ୍ତାହାତୀର ମୃତଦେହ ଉର୍ଦ୍ଧାର

ଭଞ୍ଜନଗର : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ତାରସି ରେଞ୍ଜ ମାଣପୁର ବାରଦଣ୍ଡା ରାସ୍ତାକଡ଼ର ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଥିବା ଜଣାପଡିଛି । ବିଦ୍ୟୁତ୍‌ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Leave A Reply

Your email address will not be published.