ଯାଜପୁର ଜିଲ୍ଲା ମହୋତ୍ସବ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩ ଉଦ୍‌ଘାଟନ କରିଛନ୍ତି । ଏହି ଜିଲ୍ଲା ମହୋତ୍ସବ ୬ ଦିନ ପର୍ଯ୍ୟନ୍ତ ଚାଲିବ । ଜିଲ୍ଲା ପରିଷଦ ଅଧ୍ୟକ୍ଷା ନଳିନୀପ୍ରଭା ଜେନା, ବିଧାୟକ ସୁନନ୍ଦା ଦାସ ପ୍ରମୁଖ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀଙ୍କ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ ।

Leave A Reply

Your email address will not be published.