ଯାଜପୁର ଜିଲ୍ଲାରେ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଜପୁର ଜିଲ୍ଲାରେ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ମହିଳା କୃଷି ଉଦ୍ୟୋଗୀଙ୍କୁ ଯନ୍ତ୍ରପାତି କ୍ରୟରେ ୭୫% ପର୍ଯ୍ୟନ୍ତ ରିହାତି ମିଳିବ । ସ୍ୱଳ୍ପ ଖର୍ଚ୍ଚରେ ଅତ୍ୟାଧୁନିକ ଜ୍ଞାନ କୌଶଳ ବ୍ୟବହାର କରି ଅଧିକ ଲାଭବାନ ହୋଇପାରିବେ ଚାଷୀ ଭାଇ-ଭଉଣୀ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.