ଖୋର୍ଦ୍ଧାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ‘ବିଜୁ ମହାବୀର ଜୟପୁର ଫୁଟ୍‌ ସେଣ୍ଟର’ର ଶୁଭ ଉଦ୍‌ଘାଟନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭିନ୍ନକ୍ଷମ ହେବେ ସକ୍ଷମ, କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ସେମାନଙ୍କ ଜୀବନରେ ଆଣୁଛି ସକାରାତ୍ମକ ପରିବର୍ତ୍ତନ । ଖୋର୍ଦ୍ଧାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ‘ବିଜୁ ମହାବୀର ଜୟପୁର ଫୁଟ୍‌ ସେଣ୍ଟର’ର ଶୁଭ ଉଦ୍‌ଘାଟନ ରାଜ୍ୟରେ ଭିନ୍ନକ୍ଷମ ସଶକ୍ତିକରଣ ଧାରାକୁ ଆହୁରି ଦୃଢ କରିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.