ଲୋକାର୍ପିତ ହେଲା ‘ଶଙ୍ଖ ଭବନ’: ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦ୍‌ଘାଟିତ ହୋଇଯାଇଛି । ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ ହିଁ ନିର୍ମାଣ ହୋଇଛି ବିଜେଡିର ନୂତନ କାର୍ଯ୍ୟାଳୟ ଶଙ୍ଖ ଭବନ । ଆଜି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି ।

Leave A Reply

Your email address will not be published.