csstore

ଛତ୍ରପୁର ବ୍ଲକ୍‌ର ବିଭିନ୍ନ ନୂତନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ୍‌ ଅନ୍ତର୍ଗତ ଚିକଲଖଣ୍ଡି ଗ୍ରାମପଞ୍ଚାୟତର ପ୍ରାୟ ୧୭ ଗୋଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଅଛି । ଉକ୍ତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, କୃଷି ବିପଣନ ନିଗମର ଉପଦେଷ୍ଟା ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବ୍ଲକ୍ ଅଧ୍ୟକ୍ଷ ଏମ୍.ଧନଞ୍ଜୟ ରେଡ୍ଡୀ, ଏବଂ ସ୍ଥାନୀୟ ସରପଞ୍ଚଙ୍କ ସମେତ ବହୁ ପଞ୍ଚାୟତ ସଦସ୍ୟ, ସମସ୍ତ ଗ୍ରାମବାସୀ ଯୋଗଦାନ କରିଥିଲେ ।

jayashree
Leave A Reply

Your email address will not be published.