ସାମ୍ବାଦିକ ଭବନର ଉନ୍ନତିକରଣ କାମର ଉଦଘାଟନ 

csstore

ବଲାଙ୍ଗିର, (କେପିଏନ୍‌ଏସ୍‌): ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଦ୍ଵାରା ଆଜି ସାମ୍ୱାଦିକ ଭବନର ଉନ୍ନତିକରଣ କାମର ଶୁଭ ଉଦଘାଟନ ହୋଇଯାଇଛି । ବିଧାୟକ ଶ୍ରୀ ସିଂହଦେଓ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଶୁଭ ଉଦଘାଟନ କରିଥିବା ବେଳେ ବଲାଙ୍ଗିର ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ, ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ, ସାମ୍ୱାଦିକ ସଂଘର ସଭାପତି ଶିବ ପ୍ରସାଦ ପରିଡା, ସାଧାରଣ ସଂପାଦକ ଶିଶିରକାନ୍ତ ଶତପଥୀ ଓ ଅନ୍ୟ ବରିଷ୍ଠ ସାମ୍ବାଦିକ ମାନେ ଉପସ୍ଥିତ ଥିଲେ । ଅନ୍ୟପଟେ ୧୫ ଲକ୍ଷ୍ୟ ବ୍ୟୟ ଅଟକଳରେ ଏହି ଉନ୍ନତିକରଣ କାମ ହୋଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.