pr

ଧଣ୍ଡାମୁଣ୍ଡା ସ୍ୱାସ୍ଥ୍ୟ ଉପକେନ୍ଦ୍ରକୁ ଉଦ୍‌ଘାଟନ କଲେ ବିଧାୟକ

dr. purohit

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ନିର୍ବାଚନ ମଣ୍ଡଳୀ ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ଗାଁରେ ସ୍ୱାସ୍ଥ୍ୟ ଉପକେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ପାଟଣାଗଡ ବିଧାୟକ ତଥା ସରକାରୀ ଦଳର ଉପମୁଖ୍ୟ ସଚେତକ ସରୋଜ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ନିରୁପମା ପଟେଲ, ଉପାଧ୍ୟକ୍ଷା ସୁଖୀରାମ ଷାଣ୍ଢ, ଜିଲ୍ଲା ପରିଷଦ ସଦସ୍ୟା ପ୍ରମିଳା ପାଥର, ବିଡିଓ ରଶ୍ମି ରଂଜନ ରାଉତ, ସିଡିଏମ୍‌ଓ ଡା. ସ୍ନେହଲତା ସାହୁ, ଡା. ସୂରଜ ଦୀପ ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.