csstore

ବ୍ରହ୍ମପୁର ମହାନଗର ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଖଲ୍ଲିକୋଟ କଲେଜ ଷ୍ଟାଡିୟମଠାରେ ମହାନଗର ସାଂସ୍କୃତିକ ପରିଷଦ ଦ୍ୱାରା ମହାନଗର ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ବର୍ଣ୍ଣାଢ଼୍ୟ ସମାରୋହରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି । ବ୍ରହ୍ମପୁର ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ଡ଼କ୍ଟର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, କାଜୁନିଗମ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ମହାରଣା, ସାମ୍ବାଦିକ ଡ଼. ଜଗନ ମୋହନ ମହାପାତ୍ର ତଥା ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

jayashree
Leave A Reply

Your email address will not be published.