om academy

ଜାତୀୟ ତୋଷାଳି ମେଳା-୨୦୨୧ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ

jsm

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଜାତୀୟ ତୋଷାଳି ମେଳା-୨୦୨୧ ଗତ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦଘାଟିତ ହୋଇଯାଇଛି । ଜନତା ମଇଦାନରେ ଆୟୋଜିତ ଏହି ମେଳାର ଉଦଘାଟନ କାର୍ୟ୍ୟକ୍ରମରେ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ଯୋଗ ଦେଇଥିଲେ । ମେଳାରେ ୨୫୦ଟି ଷ୍ଟଲ ଖୋଲାଯାଇଛି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରା‌ପ୍ତ ହୋଇଛି ।

Leave A Reply

Your email address will not be published.