csstore

ଆଗଲପୁର ବ୍ଲକ ପରିସରରେ ମିଶନ ଶକ୍ତି ଭବନ ଉଦଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଆଗଲପୁର ବ୍ଲକ ପରିସର ମଧ୍ୟରେ ମିଶନ ଶକ୍ତି ଭବନ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ଯୋଗଦେଇଥିବା ବେଳେ ବ୍ଲକ ଅଧ୍ୟକ୍ଷା ଗୀତାଞଳି ଦାସ, ଉପାଧ୍ୟକ୍ଷା ନିରୁପମା ପଧାନ, ଜିଲ୍ଲା ପରିଷଦ ସଭ୍ୟା ବୀଣାପାଣି ଦାସ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଙ୍କର କେରକେଟା, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜ୍ୟୋତିର୍ମୟୀ ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ମଂଚ ପରିଚାଳନା କରିଥିଲେ ଗ୍ରାମ ପଂଚାୟତ ଅଧିକାରୀ ସୌଭାଗ୍ୟ ପଧାନ । ଏହି ଅବସରରେ ବ୍ଲକ ମହାସଂଘର ସଦସ୍ୟ ତଥା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାମାନେ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.