oom

ରେଢାଖୋଲରେ ଉଦଘାଟିତ ହେଲା ଅତିରିକ୍ତ ଜିଲ୍ଲା ଓ ଦୈାରାଜଜ୍ କୋର୍ଟ

jsmm

ସମ୍ବଲପୁର : ଅତିରିକ୍ତ ଜିଲ୍ଲା ଓ ଦୈାରାଜଜ୍ କୋର୍ଟ ସମ୍ବଲପୁର ଜିଲ୍ଲା ରେଢାଖୋଲ ଠାରେ ଉଦଘାଟିତ ହୋଇଯାଇଛି । ଭର୍ଚୁଆଲ୍ ମୋଡ୍‌ରେ ଏହାକୁ ଓଡିଶା ଉଚ୍ଚନ୍ୟାୟାଳୟର ମୁଖ୍ୟ ବିଚାରପତି ଡ.ଜଷ୍ଟିସ୍ ଏସ୍‌.ମୁରଲୀଧର ଉଦଘାଟନ କରିଥିଲେ । ଉଦଘାଟନୀ ଅବସରରେ ଅତିରିକ୍ତ ଜିଲ୍ଲା ଓ ଦୈାରାଜଜ୍ ଦିପ୍ତି ପ୍ରକାଶ ବ୍ରହ୍ମା, ସବ୍ ଜଜ୍ ଅପୂର୍ବା ଚୈାଧୁରୀ, ଏସ୍‌ଡିଜେଏମ୍ ଅଞଳୀ ମାଛଖଣ୍ଡ, ସମ୍ବଲପୁର କୋର୍ଟ ମ୍ୟାନେଜର ଗୁରୁଜିତ୍ ମିଶ୍ର, ସମ୍ବଲପୁର ଜିଲ୍ଲା ଓକିଲ ସଂଘ ସଭାପତି ପ୍ରମୋଦ ରଥ, ବରିଷ୍ଠ ଆଇନଜୀବୀ ବିଜିତେନ୍ଦ୍ର ପ୍ରଧାନ, ଶିବ ପ୍ରସାଦ ପ୍ରଧାନ, ସରକାରୀ ଓକିଲ ଅଶୋକ ସେନାପତି, ନାରାୟଣ ତ୍ରିପାଠୀ, ଜନକ ବାଘ, ଉପଜିଲ୍ଲାପାଳ ପରିକ୍ଷିତ ସାହୁ, ତହସିଲ୍‌ଦାର ରୁବି ବେହେରା, ଓକିଲ ସଂଘ ସଦସ୍ୟ ଓ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

jittmm
Leave A Reply

Your email address will not be published.