pakka

ଗଛରୁ ବାପ-ପୁଅଙ୍କ ମୃତ ଦେହ ଉଦ୍ଧାର

bbehera

ବାଂଶପାଳ : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବାଂଶପାଳ ଗାଁରେ ଗଛରେ ଝୁଲି ପଡ଼ି ପ୍ରାଣ ହରାଇଛନ୍ତି ବାପା ଆଉ ପୁଅ । ଘର ପାଖ ଜଙ୍ଗଲରେ ବେକରେ ଗାମୁଛା ଲଗାଇ ବାପା ଓ ପୁଅ ଆତ୍ମହତ୍ୟା କରିଥିବା ଜଣାଯାଇଛି । ସୂଚନାନୁସାରେ ମୃତକ ବାଂଶପାଳ ରଜାବନ୍ଧ ମୁଣ୍ଡା ସାହିର ଶୁକ୍ରା ମୁଣ୍ଡା (ବାପା) ଓ ଶଙ୍କର ମୁଣ୍ଡା (ପୁଅ) । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ନୟାକୋଟ ଥାନା ପୁଲିସ ପହଞ୍ଚି ଦୁଇ ଶବକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

jay balangir
Leave A Reply

Your email address will not be published.

1 × three =