ଗେଟ୍‌ସରୋବରପଡା ଠାରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗେଟ୍‌ସରୋବାରପଡା ଠାରେ ଜଣେ ଯୁବକ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ଭାବେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର ହୋଇ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଠାରେ ଭର୍ତ୍ତି ହୋଇଥିବା ନେଇ ଖବର ମିଳିଛି ।

Leave A Reply

Your email address will not be published.