pakka

ୟୁକ୍ରେନରେ ଫସି ରହିଥିବା ଓଡିଆ ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ

bbehera

ଭୁବନେଶ୍ୱର : ୟୁକ୍ରେନ ଉପରେ ରୁଷର ସାମରିକ ଆକ୍ରମଣ ପରେ ସେଠାରେ ଫସି ରହିଥିବା ଓଡିଆ ଛାତ୍ରଛାତ୍ରୀ ଓ ଶ୍ରମିକମାନଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି । ପୂର୍ବରୁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଏନେଇ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଏନେଇ ସେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛନ୍ତି ।

jay balangir
Leave A Reply

Your email address will not be published.

14 − two =