ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ରାଜ୍ୟ ସରକାରଙ୍କ ମାସିକ ମୁଖପତ୍ର ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସ୍ୱତନ୍ତ୍ର ରଥଯାତ୍ରା ସଂଖ୍ୟା ଉନ୍ମୋଚନ କରିଛନ୍ତି । ବିଭାଗୀୟ ମନ୍ତ୍ରୀଙ୍କ ସମେତ ଅନ୍ୟାନ୍ୟ ବିଶିଷ୍ଟ ଅତିଥିମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.