centurian jitm

କିସରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

nschool

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ଅବସରରେ କିସ୍‍ ପରିସରରେ ସ୍ଥାପିତ ସ୍ୱର୍ଗତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ପ୍ରତିମୂର୍ତ୍ତିକୁ ଅନାବରଣ କରି ସ୍ୱର୍ଗତ ବିଜୁବାବୁଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

Leave A Reply

Your email address will not be published.