ନେତାଜୀ ସଂଗ୍ରାମୀ ପରିଷଦର ମୁଖପତ୍ର ସୁଭାଷ ଚିନ୍ତନର ଦ୍ୱିତୀୟ ବର୍ଷ ପ୍ରଥମ ସଂଖ୍ୟା ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନେତାଜୀ ସଂଗ୍ରାମୀ ପରିଷଦର ମୁଖପତ୍ର ସୁଭାଷ ଚିନ୍ତନର ଦ୍ୱିତୀୟ ବର୍ଷ ପ୍ରଥମ ସଂଖ୍ୟା ନେତାଜୀଙ୍କ ପ୍ରତିମୂର୍ତ୍ତି ସ୍ଥଳିଠାରେ ଶୁଭ ଉନ୍ମୋଚିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବଲାଙ୍ଗିରର ବହୁ ବୁଦ୍ଧିଜୀବୀ ସାହିତ୍ୟିକ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ ମଣ୍ଡିତ କରିଥିଲେ । ଏହି ଉପଲକ୍ଷେ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଧ୍ୟ କରାଯାଇଥିଲା ।

Leave A Reply

Your email address will not be published.