ବାଲେଶ୍ୱର ସଦରରୁ ସ୍ୱରୂପ କୁମାର ଦାସ ଏବଂ ତିର୍ତ୍ତୋଲରୁ ବିଜୟ ଶଙ୍କର ଦାସ ଲଢିବେ

ଭୁବନେଶ୍ୱର : ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ନିମନ୍ତେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବାଲେଶ୍ୱର ସଦରରୁ ସ୍ୱରୂପ କୁମାର ଦାସ ଏବଂ ତିର୍ତ୍ତୋଲରୁ ଦିବଙ୍ଗତ ବିଧାୟକ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସ ପ୍ରାର୍ଥୀ ଭାବେ ସାମ୍‌ନାକୁ ଆସିଛନ୍ତି । ଉଭୟ ନିର୍ବାଚନ ମଣ୍ଡଳୀରେ ନୂଆ ମୁହଁଙ୍କୁ ନେଇଛି ବିଜେଡି ।

Leave A Reply

Your email address will not be published.