oum

ମୋହନ ଲୁହା ଜିଲ୍ଲା ପରିଷଦର ନୂତନ ଉପାଧ୍ୟକ୍ଷ

jsm

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପରିଷଦର ନୂତନ ଉପାଧ୍ୟକ୍ଷ ଭାବେ ମୋହନ ଲୁହା ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଛନ୍ତି । ଆଜି ଅନୁଷ୍ଠିତ ନିର୍ବାଚନରେ ବିଜୁ ଜନତା ଦଳର ଏକମାତ୍ର ପ୍ରାର୍ଥୀ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ । ମୋହନ ଲୁହା ବରଗଡ଼ ଜିଲ୍ଲା ପରିଷଦ ଜୋନ ୩ରୁ ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.