ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଏକ ବ୍ରିଜ୍‌ର ମେନ୍ ହୋଲରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ତରଭା ଥାନା ଅନ୍ତର୍ଗତ ଦେଉଳପଦର ପୁଆ ରାସ୍ତାରେ ଥିବା ସେତୁର ମେନହୋଲ ଭିତରେ ଏକ ମୃତଦେହ ପଡ଼ିଥିବା ସୂଚନା ମିଳିବା ପରେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଥିଲା । ଗଳିତ ମୃତଦେହ ଉଦ୍ଧାର କରାଯିବା ସହିତ ପୁଲିସ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

Leave A Reply

Your email address will not be published.

18 − five =