pakka

କଟାପାଲିର ଶ୍ରୀ ଗଣେଶ ପୂଜା ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମ ସ୍ଥିତ ସାଂସ୍କୃତିକ କଳା ପରିଷଦର ଶ୍ରୀ ଗଣେଶ ପୂଜା ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ ଦିବସ ଅନେକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଆଜି ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ଏବଂ ବରଗଡ଼ ଜିଲ୍ଲା ପରିଷଦ ଜୋନ ନଂ ୧ ସଭ୍ୟା ଶ୍ରୀମତୀ ପୁଷ୍ପା ଭୋଇ ଯୋଗଦାନ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.

17 − twelve =