om academy

ସମରା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

jsm

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ସମରା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡା ଓ ବାର୍ଷିକ ଉତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ସମରା ସରପଞ୍ଚ ଗୋଲାପ ସେଠ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । କବିତା ସାହୁ ଓ ପ୍ରଧାନ ଶିକ୍ଷକ ଜୟନ୍ତୀ ମଞ୍ଜରୀ କାଲୋ ମଞ୍ଚାସୀନ ଥିଲେ । ଶିକ୍ଷକ ରମେଶଚନ୍ଦ୍ର ରଣା ମଞ୍ଚ ପରିଚାଳନା କରିଥିଲେ । ଅର୍ଜୁନ ନାଏକ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଖେଳ ପରିଚାଳନାରେ ସହଯୋଗ କରିଥିଲେ । କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.