centurian jitm

ହକି ବିଶ୍ୱକପ୍‌ ଉଦ୍‌ଘାଟନ ଉତ୍ସବରେ ଯୋଗଦେବେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର

nschool

କଟକ : ଆଜି ବାରବାଟୀ ଷ୍ଟାଡିୟମରେ ହକି ବିଶ୍ୱକପ୍‌ ଉଦ୍‌ଘାଟନ ଉତ୍ସବ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଯୋଗଦେବେ । ଅପରାହ୍ଣ ୪ଟାରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଯୋଗଦେବା ସହ ଉତ୍ସବକୁ ଉଦ୍‌ଘାଟନ କରିବା ନେଇ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।

Leave A Reply

Your email address will not be published.