om academy

ପୋଲିସ ହାଜତ ମୃତ୍ୟୁକୁ ନେଇ ଉତ୍ତେଜନା

jsm

ପୁରୀ : ପୋଲିସ ହାଜତ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି । ପୁରୀ ବାସେଳୀ ସାହି ଥାନା ହାଜତରେ ପୁଲିସ୍‌ ଜଣେ ଯୁବକକୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ ଆସିବା ପରେ ପୁରୀ ମେଡିକାଲ ପରିସରରେ ପ୍ରବଳ ଉତ୍ତେଜନା ଦେଖା ଦେଇଛି । ଯୁବକଙ୍କୁ ମାରଧର କରି ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥବବା ବେଳେ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ବୋଲି ମୃତକ କେ.ଆରେୟାଙ୍କ ପରିବାର ପକ୍ଷରୁ କୁହାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ହାଜତ ଭିତରେ ପୁଲିସ୍‌ ଜଣେ ଯୁବକକୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ ଆଣିଛନ୍ତି ମୃତ ଯୁବକର ପରିବାର ଲୋକ ।

Leave A Reply

Your email address will not be published.