oom

ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ

jsmm

ପୁରୀ, (ଦିଲ୍ଲୀପ କୁମର ଧାଉଡିଆ) : ଆଜି ୫ଟି ସଚିବ ଭି.କେ ପାଣ୍ଡିଆନ ପୁରୀ ଗସ୍ତରେ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରି ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ସହ ପଶ୍ଚିମଦ୍ୱାର ପଟେ ଆରମ୍ଭ ହୋଇଥିବା ନିର୍ମାଣ କାର୍ଯ୍ୟକୁ ସେ ବୁଲି ଦେଖିଛନ୍ତି । ତେବେ ୫ଟି ସଚିବଙ୍କ ଗସ୍ତ ସମୟରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ପୁରୀର ନାମ ପରିବର୍ତ୍ତନ କରି ‘ଶ୍ରୀଜଗନ୍ନାଥ ଧାମ୍ ପୁରୀ’ କରିବାକୁ ଦାବୀପତ୍ର ଦିଆଯାଇଥିବା ବେଳେ ଏହି ବିଷୟରେ ବିଚାର କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି ୫ଟି ସଚିବ ପ୍ରତିଶ୍ରୁତି ଦେଇଥିବା ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସୂଚନା ଦିଆଯାଇଛି ।

jittmm
Leave A Reply

Your email address will not be published.