ଦିଲ୍ଲୀରେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମନ୍ତ୍ରୀ ଟୁକୁନି ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶାର ଗର୍ବ ଓ ଗୌରବ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଦୁଇଜଣ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଶ୍ରୀମତୀ ଟୁକୁନି ସାହୁଙ୍କୁ ପ୍ରସ୍ତାବକ ପାଇଁ ଦିଲ୍ଲୀ ପଠେଇଥିବା ବେଳେ ଆଜି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଏନ୍‌ଡିଏ ତରଫରୁ ପ୍ରାର୍ଥୀ ହୋଇଥିବା ଦ୍ରୌପଦୀଙ୍କୁ ଭେଟିବା ସହ ଶୁଭେଚ୍ଛା ଜଣାଇଛନ୍ତି ।

Leave A Reply

Your email address will not be published.

twenty − seventeen =