ଭିଜିଲାନ୍ସ ଜାଲରେ ପଡିଲେ ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲିଲତା ଦାସ

ଭଦ୍ରକ : ଭିଜିଲାନ୍ସ ଜାଲରେ ପଡିଛନ୍ତି ଭଦ୍ରକ ସିଡିପିଓ କାର୍ଯ୍ୟାଳୟର ସୁପରଭାଇଜର ମଲ୍ଲିଲତା ଦାସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁପରଭାଇଜର ମଲ୍ଲିଲତା ଦାସଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ଼୍‌ କରାଯାଉଛି । ବାସଭବନ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଏହି ଚଢାଉରେ ଭିଜିଲାନ୍ସର ୩ ଗୋଟି ଟିମ ସାମିଲ ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨ଟି ବିଲ୍ଡିଂ ଓ ୩ଟି କାର୍ ଜବତ ହୋଇଥିବାର ସୂଚନା ମିଳିଛି ।

Leave A Reply

Your email address will not be published.