ଭିଜିଲାନ୍ସ ଜାଲରେ ରାଉରକେଲା ଆର୍‌ଡବ୍ଲୁ ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କିରାଣୀ ନନ୍ଦୀ କିଶୋର ନାଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ରାଉରକେଲା ଆର୍‌ଡବ୍ଲୁ ଡିଭିଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର କିରାଣୀ ନନ୍ଦୀ କିଶୋର ନାଥଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ଚଢାଉ କରିଥିବା ଜଣାପଡିଛି । ଭୁବନେଶ୍ୱର, ବରଗଡ଼, ରାଉରକେଲା ଓ ସମ୍ବଲପୁରରେ ଉକ୍ତ ରେଡ୍ ଚାଲିଥିବା ଜଣାପଡିଛି ।

Leave A Reply

Your email address will not be published.