ଭିଜିଲାନ୍ସ ଜାଲରେ କିରାଣୀ

ବାରିପଦା ସିଟି : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କିରାଣୀ ରାମଚନ୍ଦ୍ର ସେନଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଥିବା ସୂଚନା ମିଳିଛି । ଭିଜିଲାନ୍ସର ୮ଟି ଦଳ ପୈତୃକ ଘର ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିବା ଜଣାପଡିଛି ।

Leave A Reply

Your email address will not be published.