ସହକାରୀ ଜିଲ୍ଲାପାଳ ମନୋରଞ୍ଜନ ନାୟକଙ୍କ ଘରେ ଭିଜିଲାନ୍ସ ରେଡ୍‌

ରାଉରକେଲା, (ସସ୍ମିତା ପ୍ରଧାନ) : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଜିଲ୍ଲାପାଳ ମନୋରଞ୍ଜନ ନାୟକଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଏକାସାଙ୍ଗରେ ରାଉରକେଲା ଛେଣ୍ଡରେ ଦୁଇଟି ଘର, ଅଫିସ, ଭୁବନେଶ୍ୱର ସ୍ଥିତ ଘର ଓ ତାଙ୍କ ପୈତୃକ ଘରକୁ ମିଶାଇ ମୋଟ ୭ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ଜଣାପଡିଛି । ତେବେ ଏଯାଏଁ କେତେ ପରିମାଣର ସମ୍ପତ୍ତି ଠୁଳ ହୋଇଛି ତାହା ସ୍ପଷ୍ଟ ଜଣାପଡି ନାହିଁ ।

Leave A Reply

Your email address will not be published.