ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭିଜିଲାନ୍ସ ଅଧିକାରୀ

ସମ୍ୱଲପୁର : ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଭିଜିଲାନ୍ସ ଅଧିକାରୀ । କେସ୍ ରଫାଦଫା କରିବା ପାଇଁ ନେଉଥିଲେ ଲାଞ୍ଚ । ସୂଚନା ଅନୁସାରେ ସମ୍ବଲପୁରର ଭିଜିଲାନ୍ସ ଡିଭିଜିନର ଇନ୍ସପେକ୍ଟର ମାନସୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି । ଜଣେ କର୍ମଚାରୀଙ୍କ କେସ୍ ରଫାଦଫା କରିବା ପାଇଁ ଲାଞ୍ଚ ନେଉଥିଲେ । ବରଗଡର ମୁକେଶ ସାହୁଙ୍କ ମଧ୍ୟସ୍ଥିରେ ଲାଞ୍ଚ ନେଉଥିଲେ । ମାନସୀ ଏବଂ ମୁକେଶଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସର ଚଢାଉ ଜାରି ରହିଛି ।

Leave A Reply

Your email address will not be published.

3 × four =