pr

ଭିଜିଲାନ୍ସ ଜାଲରେ ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲର ଅଧ୍ୟକ୍ଷ

dr. purohit

ଝାରସୁଗୁଡା : ଭିଜିଲାନ୍ସ ଜାଲରେ ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲର ଅଧ୍ୟକ୍ଷ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଆଜି ସକାଳୁ ସକାଳୁ ଭବାନୀପାଟଣା ପଲିଟେକନିକ୍ ଇଞ୍ଜିନିୟରିଂ ସ୍କୁଲର ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ରାୟଙ୍କ ଘର ସମେତ ୬ଟି ସ୍ଥାନରେ ଏକା ସାଙ୍ଗରେ ଚଢ଼ାଉ କରାଯାଇଥିବା ବେଳେ ତଦନ୍ତ ଜାରି ରହିଥିବା ଓଡିଶା ଭିଜିଲାନ୍ସ ପକ୍ଷରୁ ସୂଚନା ପ୍ରଦାକନ କରାଯାଇଛି ।

nrusinghnath
Leave A Reply

Your email address will not be published.