pakka

ଭିଜିଲାନ୍ସ ଜାଲରେ ଜିଲ୍ଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ

bbehera

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭିଜିଲାନ୍ସ ଜାଲରେ ପଡିଛନ୍ତି ଜିଲ୍ଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ । ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କରିଛି ବଲାଙ୍ଗିର ଭିଜିଲାନ୍ସ । ପିଓଏସ ମେସିନ ପାଇଁ ପଣ୍ଡକିଟାଲର ଦର୍ଯ୍ୟୋଧନ ବାରିକଙ୍କ ଠାରୁ ସେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସର ପଞ୍ଝାରେ ପଡିଥିବା ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

sixteen + 16 =