ବ୍ଲକରେ କାର୍ୟ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେ‌ଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ

ପାରଳାଖେମୁଣ୍ଡି : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ କାର୍ୟ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେ‌ଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରହିଥିବାର ଖବର ମିଳିଛି । ଭିଜିଲାନ୍ସ ବିଭାଗର ୬ଟି ଟିମ୍ ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ବିହାରରେ ଥିବା କେ.ନାଗେ‌ଶ୍ୱର ସେନାପତିଙ୍କ ବାସଭବନ, ବ୍ରହ୍ମପୁର ସ୍ଥିତ ତାଙ୍କ ଶାଳକଙ୍କ ଘର, ଆସିକାସ୍ଥିତ ପୈତୃକ ବାସଭବନ, ରାୟଗଡ଼ ଅଫିସ ଓ ଛଅ ମାଇଲଠାରେ ପାର୍ଟନରସିପରେ ଚାଲିଥିବା ଇଟା ଫ୍ୟାକ୍ଟ୍ରି ଉପରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

Leave A Reply

Your email address will not be published.

20 + seven =