ନିର୍ବାଚନ ମଇଦାନରେ ଖୋଲମ୍‌ ଖୋଲା ବଣ୍ଟା ହେଲା ଟଙ୍କା : ଭାଇରାଲ ହେଲା ଭିଡ଼ିଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିର୍ବାଚନ ମଇଦାନରେ ଖୋଲମ୍‌ ଖୋଲା ବଣ୍ଟା ହେଉଛି ଟଙ୍କା । ଏହାର ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ଠେମରା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଲକ୍ଷ୍ମୀକାନ୍ତ ବାଗ ନିର୍ବାଚନ ପ୍ରଚାର ସମୟରେ ଉପସ୍ଥିତ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ନେଇ ଭିଡିଓ ଭାଇରାଲ ହେବାପରେ ଅଭିଯୋଗ ହୋଇଥିଲା । ତେବେ ପ୍ରଶାସନ ପକ୍ଷରୁ ଏହାକୁ ନେଇ ତଦନ୍ତ ଜାରି ରହିଥିବା ଜଣାପଡିଛି ।

Leave A Reply

Your email address will not be published.