ନବନିଯୁକ୍ତ ‘୫ଟି ଓ ନବୀନ ଓଡ଼ିଶା’ ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ‘୫ଟି ଓ ନବୀନ ଓଡ଼ିଶା’ ଅଧ୍ୟକ୍ଷ ଭାବେ ଭି.କେ. ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି । ଏଥିପାଇଁ ଚାରି ଆଡ଼ୁ ‘୫ଟି ଓ ନବୀନ ଓଡ଼ିଶା’ ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କୁ ଚାରିଆଡ଼ୁ ଶୁଭେଚ୍ଛାର ସୁଅ ଛୁଟୁଥିବା ବେଳେ ଗତକାଲି ମଧ୍ୟ ଶୁଭେଚ୍ଛା ଜଣାଯାଇଛି । ଏହି ସମୟରେ ରାଜ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧକ୍ଷା ଶ୍ରୀମୟୀ ମିଶ୍ରଙ୍କ ସହ ବହୁ ଗଣ୍ୟମାନ୍ୟ ବ୍ୟକ୍ତିସମୂହ ଉପସ୍ଥିତ ଥିଲେ ।

Leave A Reply

Your email address will not be published.